ଆଜିର ଖବର ଆଘାତପ୍ରାପ୍ତ ଯୁବ ମହିଳା ଫୁଟବଲ ଖେଳାଳୀ ମନୀଷାଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର: ମନୀଷା ନାୟକ। ସ୍ପୋର୍ଟସ ଓଡିଶା ଟିମ୍ର ୧୮ ବର୍ଷ ବୟସ୍କା ଫୁଟବଲ ଖେଳାଳୀ। ଅନେକ ସ୍ବପ୍ନ ନେଇ ଓଡିଶା ମହିଳା ଲିଗ୍ ମ୍ୟାଚରେ ଖେଳିବାର ଆଶା…