ଆଜିର ଖବର ଓଏଏସ୍ରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସମ୍ବର୍ଦ୍ଧିିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍) ର ତିନି ଜଣ ଛାତ୍ରଛାତ୍ରୀ ଚଳିତ ବର୍ଷ ଓଡିଶା ପ୍ରଶାସନିକ ସେବା…