ମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ

ଭୁବନେଶ୍ବର: ରାଜ୍ୟରେ ଏକ ନୂଆ କଥା ଦେଖିବାକୁ ମିଳିଛି। ତାହା ହେଲା ଯେ, ରାଜ୍ୟର ରାଜ୍ୟପାଳ ଜଣେ ମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ତାଙ୍କ ଘରକୁ ଯାଇଥିଲେ।…