ଆଜିର ଖବର ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀଗଣ ଭୁବନେଶ୍ବର: ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଆକଳନ ପାଇଁ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀଗଣ। ସେମାନେ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ସହ ଚାଷୀଙ୍କ ସହିତ ଆଲୋଚନା…