ମନ୍ତ୍ରୀମଣ୍ଡଳ

ନୂଆଦିଲ୍ଲୀ: ଆଜି ମନ୍ତ୍ରୀମଣ୍ଡଳ ଅଦଳବଦଳ ତଥା ସଂପ୍ରସାରଣ କରାଯିବ। ଯାହାକୁ ନେଇ ବିହାର ରାଜନୀତି ବେଶ ଉଠୁଛି ପଡୁଛି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏହି ଅଦଳବଦଳ…

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଭାବେ ପୁଣି ଥରେ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇଛନ୍ତି ଜୁଏଲ ଓରାମ ଏବଂ ଅଶ୍ବିନୀ ବୈଷ୍ଣବ। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ସମାରୋହରେ ଉଭୟ…

ନୂଆଦିଲ୍ଲୀ: କିଛି ଦିନ ବିରାମ ପରେ ଏବେ ପୁଣି ଥରେ କେନ୍ଦ୍ରମନ୍ତ୍ରୀ ମଣ୍ଡଳରେ ଅଦଳବଦଳ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। କାରଣ ସାଧାରଣ ନିର୍ବାଚନ ହେବାକୁ ଆଉ କିଛି…

ଭୁବନେଶ୍ବର: ତିନିଜଣ ନୂଆ ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବିଭାଗ ବଣ୍ଟନ କରିଛନ୍ତି। ସେହି ଅନୁସାରେ ବିକ୍ରମ ଆରୁଖଙ୍କୁ ଅର୍ଥ…

ଭୁବନେଶ୍ବର: ଶେଷରେ ଯେଉଁ ଚର୍ଚ୍ଚା ଜାରୀ ରହିଥିଲା ତାହା ସତ ହେବାକୁ ଯାଉଛି। ଆସନ୍ତାକାଲି ସକାଳ ୯ଟା ୫୦ ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ଉତ୍ସବ…

ଭୁବନେଶ୍ବର: ଓଡିଶା ମନ୍ତ୍ରୀ ମଣ୍ଡଳରେ ଅଦଳ ବଦଳ ହେବ ବୋଲି ଦୀର୍ଘ ଦିନ ଧରି ଚର୍ଚ୍ଚା ଚାଲିଛି। ଯେତେବେଳେ ସମୀର ଦାସ ଏବଂ ଶ୍ରୀକାନ୍ତ ସାହୁ ମନ୍ତ୍ରୀ…

ଭୁବନେଶ୍ବର: ଜାପାନ ଗସ୍ତ ସାରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା ଫେରିବେ। ସେଠାରୁ ସେ ବିପୁଳ ପରିମାଣର ପୁଂଜି ନେଇ ଓଡିଶା ଫେରୁଛନ୍ତି। ଯାହା ଓଡିଶୀବାସୀଙ୍କ ପାଇଁ…

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁବ ଶିଘ୍ର କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅଦଳବଦଳ କରୁଛନ୍ତି। ଏ ନେଇ ଜାତୀୟ ରାଜନୀତିରେ ଚାଲିଛି ଜୋରଦାର ଚର୍ଚ୍ଚା। ଏପରି କ୍ଷେତ୍ରରେ ରାଜ୍ୟ…

କୋଲକାତା: ଆସନ୍ତାକାଲି ବୁଧବାରରେ ରାଜ୍ୟ ମନ୍ତ୍ରୀ ମଣ୍ଡଳର ଏକ ବଡ ଧରଣର ଅଦଳବଦଳ ହେବ। ଏ ନେଇ ସୂଚନା ଦେଇଛନ୍ତି ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ…

ଭୁବନେଶ୍ୱର: ଓଡିଶା ରାଜନୀତିରେ ଏକ ହଲଚଲ ସୃଷ୍ଟି ହୋଇଛି। ଆଜି ହଠାତ ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବାର କାରଣ ହେଉଛି ମନ୍ତ୍ରୀ ମଣ୍ଡଳରେ ପରିବର୍ତ୍ତନ ସହିତ…