ଆଜିର ଖବର ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମନୀଷ ସିସୋଦିଆ ଏବଂ ସତ୍ୟେନ୍ଦ୍ର ଜୈନ ନୂଆଦିଲ୍ଲୀ: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଉଭୟଙ୍କ ଇସ୍ତଫାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗ୍ରହଣ କରିଛନ୍ତି।…