ଆଜିର ଖବର ସଂସ୍କୃତି ମନ୍ତ୍ରୀଙ୍କ ବାଲେଶ୍ୱର ଜିଲ୍ଲା ଗସ୍ତ, ମନ୍ମଥ-ମନୋଜ ମେମୋରିଆଲ ମ୍ୟୁଜିୟମର ନିର୍ମାଣ କାର୍ଯ୍ୟ ତଦାରଖ ଭୁବନେଶ୍ୱର: ଆଜି ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ରାଇବଣିଆ…