ଆଜିର ଖବର ବାଲିଅନ୍ତା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: ଭୁବନେଶ୍ୱରର ବାଲିଅନ୍ତା ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ସମ୍ପର୍କରେ…