ଅପରାଧ ମମତା ବାନାର୍ଜୀଙ୍କ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଗିରଫ, ଶିକ୍ଷକ ନିଯୁକ୍ତି ଦୁର୍ନୀତିରେ ଇଡିର କାର୍ଯ୍ୟାନୁଷ୍ଠାନ କୋଲକୋତା: ମମତା ବାନାର୍ଜୀଙ୍କ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଇଡି ଗିରଫ କରିଛି। ଶିକ୍ଷକ ନିଯୁକ୍ତି ମାମଲାରେ ଚଢାଉ ଓ ଜେରା ପରେ ଚାଟାର୍ଜୀଙ୍କୁ ଗିରଫ କରାଯାଇଛି। ଇଡି…