ଆଜିର ଖବର ସମ୍ମମ୍କୁ ଶ୍ରେଷ୍ଠ ମଲ୍ଟିସ୍ପେଶିଆଲଟି ହସ୍ପିଟାଲ୍ ସମ୍ମାନ ପ୍ରଦାନ ଭୁବନେଶ୍ୱର: ୱାନ୍-ଷ୍ଟପ୍, ନେକ୍ସଟ ଜେନେରେସନ୍ ମଲ୍ଟିସ୍ପେଶିଆଲଟି କ୍ୱାର୍ଟରନାରି କେୟାର ହସ୍ପିଟାଲ୍ ସମ୍ ଅଲ୍ଟିମେଟ ମେଡିକେୟାରକୁ ଶ୍ରେଷ୍ଠ ମଲ୍ଟିସ୍ପେଶିଆଲଟି ହସ୍ପିଟାଲ୍ ଭାବେ ସମ୍ମାନିତ କରାଯାଇଛି। ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ୍…