ଜାତୀୟ ଖବର ଭାରତ-ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା, ଶକ୍ତି ଏବଂ ମହାକାଶ କ୍ଷେତ୍ରରେ ଏମ୍ଓୟୁ ସ୍ଵାକ୍ଷର ନୂଆଦିଲ୍ଲୀ: ୟୁଏଇ ରାଷ୍ଟ୍ରପତି ମହମ୍ମଦ ବିନ୍ ଜାଏଦ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ବୈଠକରେ ପ୍ରମୁଖ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା…