ଜାତୀୟ ଖବର ମହାଶିବରାତ୍ରି ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା ସହିତ ଭାରତୀୟ ରେଳବାଇ ପ୍ରସ୍ତୁତ ନୂଆଦିଲ୍ଲୀ: ମହାକୁମ୍ଭ ୨୦୨୫ର ଅନ୍ତିମ ଅମୃତ ସ୍ନାନ ଆଜି ଅନୁଷ୍ଠିତ ହେବ। ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ସମେତ ବିଭିନ୍ନ ରାଜ୍ୟରୁ ବହୁ ସଂଖ୍ୟକ ତୀର୍ଥଯାତ୍ରୀ…