ଆଜିର ଖବର ହୋଲି ଏବଂ ଦୋଳ ମେଳଣ ପାଇଁ ରାଜଧାନୀ ଭୁବନେଶ୍ବରରେ ଲାଗିଲା କରୋନା କଟକଣା ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ମହାନଗର ଅଞ୍ଚଳରେ ହୋଲି ଏବଂ ଦୋଳ ମେଳଣ ପାଇଁ କରୋନା କଟକଣା ଲାଗିଛି। ସର୍ବସାଧାରଣ ସ୍ଥାନରେ ହୋଲି ପାଳନ କରିବା ପାଇଁ ନିଷେଦ୍ଧ…