ଜାତୀୟ ଖବର ତ୍ୱରାନ୍ୱିତ ହେଲା ମହାନଦୀ ବନ୍ଦର ପ୍ରକଳ୍ପ କାର୍ଯ୍ୟ, ଚାରିହଜାର କୋଟିରୁ ଅଧିକ ଟଙ୍କା ବିନିଯୋଗ, 5ଟି ସଚିବ କଲେ ଗସ୍ତ ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ ୫ଟି ସଚିବ ଭି.କେ ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ…