ଆଜିର ଖବର ତିର୍ତ୍ତୋଲ ଅଞ୍ଚଳ ପାଇଁ ୨୦୦ କୋଟି ଟଙ୍କାର ଦୁଇଟି ସେତୁର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର, ଉପ ନିର୍ବାଚନକୁ ଦୃଷ୍ଟିରେ ରଖି ତିର୍ତ୍ତୋଲ ପାଇଁ ଚଳଚଞ୍ଚଳ ହୋଇପଡିଛି ଶାସକ ବିଜେଡି। ଆଜି ସେହି ଅଞ୍ଚଳର ମହାନଦୀ ଉପରେ ଦୁଇଟି ବ୍ରିଜର ଶିଳାନ୍ୟାସ କରିଛନ୍ତି…