ଆଜିର ଖବର ଆମ୍ବୁଲାନ୍ସ ନମିଳିବାରୁ ବାଇକରେ ବୁହା ହେଲା ମୃତ ଦେହ ମୋହନା: ଗଜପତି ଜିଲ୍ଲା ନୂଆଁଗଡ଼ ବ୍ଲକ ଖଜୁରୀପଦା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଆମ୍ବୁଲାନ୍ସ କିମ୍ବା ମହାପ୍ରୟାଣ ଗାଡି ନମିଳିବା କାରଣରୁ…