ଜାତୀୟ ଖବର ବଙ୍ଗୋପସାଗରରେ ମହାବାତ୍ୟା ସମ୍ଭାବନା !!! ଭାରତୀୟ ପାଣିପାଗ ସଂସ୍ଥା ‘ନା’, ବିଦେଶୀ ସଂସ୍ଥା ‘ହଁ’ ଭୁବନେଶ୍ବର: ଆସନ୍ତା ଅକ୍ଟୋବର 25 ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ବାତ୍ୟା ସୃଷ୍ଟି ହେବ। ଏହା ଯଦି ଶକ୍ତିଶାଳୀ ହୁଏ ତେବେ ମହାବାତ୍ୟାରେ ପରିଣତ ହେବ। ଏହିପରି…