ଆଜିର ଖବର ପଡ଼ିନି ମହାମାରୀର ପ୍ରଭାବ: ସୋଆର ୮୫ ପ୍ରତିଶତ ଇଞ୍ଜିନିୟରିଂ ଗ୍ରାଜୁଏଟ୍ଙ୍କ ପାଇଁ ଉଚ୍ଚମାନର ନିଯୁକ୍ତି ସୁଯୋଗ ଭୁବନେଶ୍ୱର: ଉଚ୍ଚଶିକ୍ଷା କ୍ଷେତ୍ରରେ ଓଡ଼ିଶାର ଏକ ନମ୍ବର ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)ର ୨୦୨୧ ବ୍ୟାଚ୍ର…