ବିଶେଷ ଖବର ଛାତ୍ରଛାତ୍ରୀ, ନେତା ଏବଂ ଅଫିସରମାନେ ନେବେ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା ପାଇଁ ତାଲିମ ଭୁବନେଶ୍ବର: ରାଜ୍ୟ ମନ୍ତ୍ରୀପରିଷଦ ବୈଠକ ଶେଷ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ତେବେ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ…