ଅପରାଧ ୩ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ବ୍ରାଉନସୁଗାର ସହ ଜଣେ ମହିଳାକୁ ଗିରଫ କଲା ଖୋର୍ଦ୍ଧା ଟାଉନ ଥାନା ପୋଲିସ ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଉନ ଥାନା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା। ଚାରି ଲକ୍ଷ ଟଙ୍କାର ବ୍ରାଉନ ସୁଗାର ସହ ଜଣେ ମହିଳାଙ୍କୁ ଗିରଫ…