Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ମହିଳାଙ୍କୁ ହତ୍ୟା ଅଭିଯୋଗ: ଅଭିଯୁକ୍ତ ଗିରଫ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଅନ୍ତର୍ଗତ ମାନବୀର ଗ୍ରାମରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଛି। ଏନେଇ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରୀ ରହିଛି।