ମହିଳା ଉଦ୍ୟମିତା ପ୍ଲାଟଫର୍ମ

ଭୁବନେଶ୍ୱର: ମହିଳାମାନଙ୍କୁ ଉଦ୍ୟୋଗ କ୍ଷେତ୍ରରେ ପ୍ରୋତ୍ସାହିତ କରିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ରାଜ୍ୟ ମହିଳା ଉଦ୍ୟମିତା ପ୍ଲାଟଫର୍ମର ଶୁଭାରମ୍ଭ କରିଛନ୍ତି। ନୀତି…