ଆଜିର ଖବର ମୁଖ୍ୟମନ୍ତ୍ରୀ ନବୀନଙ୍କ ଦ୍ଵାରା ୧୭ ବର୍ଷରୁ କମ ମହିଳା ଫୁଟବଲ ବିଶ୍ୱକପର ଲୋଗୋ ଉନ୍ମୋଚିତ ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ବର୍ଷରୁ କମ ମହିଳା ବିଶ୍ୱକପର ଲୋଗୋ ଉନ୍ମୋଚନ କରିଛନ୍ତି। ଭୁବନେଶ୍ଵର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…