ଆଜିର ଖବର ବିଶ୍ଵକପ ସେମିଫାଇନାଲ ପାଇଁ ଲଢେଇ: ଦକ୍ଷିଣ ଆଫ୍ରିକାକୁ ୨୭୫ ରନ୍ ଟାର୍ଗେଟ ଦେଲା ଭାରତୀୟ ମହିଳା ଦଳ ନୂଆଦିଲ୍ଲୀ: ଆଜି ମହିଳା ବିଶ୍ୱକପରେ ଲିଗ୍ ପର୍ଯ୍ୟାୟର ଶେଷ ମ୍ୟାଚ୍। ଏହି ମ୍ୟାଚରେ ଭାରତ ଏବଂ ଦକ୍ଷିଣ ଆଫ୍ରିକାର ଦଳ ମୁହାଁମୁହିଁ ହୋଇଛନ୍ତି। ସେମିଫାଇନାଲରେ ପ୍ରବେଶ କରିବାକୁ…