ମହିଳା ମୋର୍ଚ୍ଚାର ବିକ୍ଷୋଭ

ଭୁବନେଶ୍ବର: ମମିତା ହତ୍ୟାକାଣ୍ଡ ମାମଲାରେ ରାଜ୍ୟ ବିଜେପି ଆଜି ରାଜ୍ୟପାଳ ଗଣେଶୀ ଲାଲଙ୍କୁ ଭେଟିଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ଵରେ ରାଜ୍ୟପାଳଙ୍କୁ ବିଜେପି ନେତାମାନେ ଭେଟିଛନ୍ତି।…