ଆଜିର ଖବର ମହୁଲର ମୂଲ୍ୟଯୁକ୍ତ ଖାଦ୍ୟ ପ୍ରକ୍ରିୟାକରଣ ବିଷୟରେ ଜନଜାତି ମହିଳାଙ୍କୁ ତାଲିମ ଭୁବନେଶ୍ୱର : ଓଡ଼ିଶାର ଭୌଗୋଳିକ ପରିସୀମାର ପ୍ରାୟ ୩୭ ପ୍ରତିଶତ ଅଞ୍ଚଳ ଜଙ୍ଗଲ ପରିବେଷ୍ଟିତ। ଜନଜାତି ଅଧ୍ୟୁଷିତ ଅନୁସୂଚିତ ଅଞ୍ଚଳରେ ଜଙ୍ଗଲର ପରିମାଣ ଅପେକ୍ଷାକୃତ ଅଧିକ, ଯାହା…