ଆଜିର ଖବର ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ହେଲେ ମହେଶ କୁମାର ବେହେରା ଭୁବନେଶ୍ଵର: ଭାରତୀୟ ରେଳ ଇଞ୍ଜିନିୟର୍ସ ସେବା (ଆଇଆରଏସଇ) ର ଅଧିକାରୀ ମହେଶ କୁମାର ବେହେରା ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଭାବରେ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି।…