ଆଞ୍ଚଳିକ ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ସୋଲାରୀ ପାହାଡ଼ ପାଦଦେଶରେ ଥିବା ଭଗବତୀପୁର ଗ୍ରାମର ମାଆ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଶମ୍ଭୁ ମିଳନ ମହାସମାରୋହରେ…