ଆଜିର ଖବର ଷ୍ଟାର୍ଟଅପ୍ସ ଏବଂ ଏମଏସଏମଇଗୁଡ଼ିକୁ ୨୦୨୪ ଜାନୁଆରୀ ପର୍ଯ୍ୟନ୍ତ ମାଗଣାରେ ୫ ଜି ଟେଷ୍ଟ ବେଡ୍ ସୁବିଧା ନୂଆଦିଲ୍ଲୀ: ଭାରତ ସରକାରଙ୍କ ଦ୍ବାରା ମାନ୍ୟତାପ୍ରାପ୍ତ ଷ୍ଟାର୍ଟଅପ୍ସ ଏବଂ ଏମଏସଏମଇଗୁଡ଼ିକ ପାଇଁ ଆସନ୍ତା ଜାନୁଆରୀ ୨୦୨୪ ପର୍ଯ୍ୟନ୍ତ ମାଗଣାରେ ୫ ଜି ଟେଷ୍ଟ ବେଡ୍ ସୁବିଧା ଯୋଗାଇ…