ମାଗୁଣି କୁଅଁର

କେନ୍ଦୁଝର: ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି।…