ଆଜିର ଖବର ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା ଖାତା ଦେଖା, ଜାଣନ୍ତୁ କେମିତି ଚାଲିଛି ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା ଖାତା ଦେଖା। ଏ ନେଇ କଟକସ୍ଥିତ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେଥିପାଇଁ ବୋର୍ଡ…