ଆଜିର ଖବର ଚିଲିକା: ମାଟ୍ରିକ ପ୍ରଶ୍ନପତ୍ରରେ ତ୍ରୁଟି, ଆଶା ଆଶଙ୍କାରେ ଛାତ୍ରଛାତ୍ରୀ ସୀତାରାମ ଅଗ୍ରୱାଲ ବାଣପୁର/ବାଲୁଗାଁ: ଆସନ୍ତା ସୋମବାର ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷା ସରିବାକୁ ଥିବାବେଳେ ଶନିବାର ପରୀକ୍ଷା ପ୍ରଶ୍ନ ପତ୍ରରେ ଦେଖାଯାଇଛି ବିଭ୍ରାଟ। ଶନିବାର ସାମାଜିକ ବିଜ୍ଞାନ…