ଅପରାଧ ସରକାରୀ କର୍ମଚାରୀଙ୍କୁ ମାଡ ମାରିବା ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟର ଦ୍ଵାରସ୍ଥ ହେଲେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ବର: ଦୁଇ ସରକାରୀ କର୍ମଚାରୀଙ୍କୁ ମାଡ ମାରିବା ଘଟଣାରେ କେନ୍ଦ୍ରମନ୍ତ୍ରୀ ବିଶେଶ୍ଵର ଟୁଡୁ ଆଜି ହାଇକୋର୍ଟର ଦ୍ଵାରସ୍ଥ ହୋଇଛନ୍ତି। ଆଗୁଆ ଜାମିନ ପାଇଁ କେନ୍ଦ୍ର ଆଦିବାସୀ ବ୍ୟାପାର…