ଆଜିର ଖବର ବାଣପୁର: ମାଣିକପୁର-ପ୍ରତାପ ରୋଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ମାଣିକପୁର ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା…