ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଜଗତସିଂହପୁର ବିଲୁଆଖାଇ ସେତୁ ଉଦ୍ଘାଟିତ ଓ ଜିଲ୍ଲାରେ ନୂଆ ମାତୃ ଓ ଶିଶୁ ଚିକିତ୍ସାଳୟ ଏବଂ ଆଇସିୟୁ ପାଇଁ ଶିଳାନ୍ୟାସ ରମେଶ ମହାନ୍ତି ଜଗତସିଂହପୁର: କୋଭିଡ ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢେଇ ସହିତ ଲୋକଙ୍କ ଜୀବିକା ମଧ୍ୟ ଗୁରୁତ୍ବପୂର୍ଣ୍ଣ। ତେଣୁ ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ…