ଆଜିର ଖବର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ନାଗପୁର: ପ୍ରଧାନମନ୍ତ୍ରୀ ଆଜି ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ପବିତ୍ର ନବରାତ୍ରୀ ଉତ୍ସବର ଆରମ୍ଭକୁ…