ମାନବ ମହାକାଶ ଅଭିଯାନ

ନୂଆଦିଲ୍ଲୀ: ଭାରତର ପ୍ରଥମ ମାନବ ମହାକାଶ ଅଭିଯାନ ‘ଗଗନଯାନ’ କାର୍ଯ୍ୟକ୍ରମ ଏହାର ଅନ୍ତିମ ପର୍ଯ୍ୟାୟରେ ପ୍ରବେଶ କରିଛି। ୨୦୨୭ର ପ୍ରଥମ ତ୍ରୟମାସରେ ଏହାର ଉଡ଼ାଣ ନିର୍ଦ୍ଧାରିତ ହୋଇଛି।…