ଅପରାଧ ବାଣପୁରରେ ସ୍ପଷ୍ଟ ଦିବାଲୋକରେ ସଂଘବଦ୍ଧ ଆକ୍ରମଣ, ଗୁରୁତର ଯୁବକଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଆଜି ଜଣେ ଯୁବକଙ୍କୁ ସ୍ପଷ୍ଟ ଦିବାଲୋକରେ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ…