ମାର୍ଗଦର୍ଶନ ଶିବିର

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲାର ନାକଟିଦେଉଳ ବ୍ଲକ୍‌ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ, ଜଗନ୍ନାଥପ୍ରସାଦ ଠାରେ ଏକ ବ୍ୟକ୍ତିଗତ ମାର୍ଗଦର୍ଶନ ଓ ପରାମର୍ଶ ଶିବିର ଆୟୋଜିତ ହୋଇଯାଇଛି।…