ମାଲକାନଗିରି ବିମାନ ବନ୍ଦର

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି।…