ଆଞ୍ଚଳିକ ବାଲୁଗାଁରେ ଖୋଲିଲା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ନୂତନ ଶାଖା ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଠାରେ ଭାରତର ଦ୍ଵିତୀୟ ବୃହତମ ରାଷ୍ଟ୍ରାୟତ ବ୍ୟାଙ୍କ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ନୂତନ ଶାଖା ଉଦଘାଟିତ ହୋଇଯାଇଛି।…