ଆଜିର ଖବର ନବରାତ୍ରୀର ଚତୁର୍ଥ ଦିନରେ ମା’ କୁଷ୍ମାଣ୍ଡାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ନବରାତ୍ରୀର ଚତୁର୍ଥ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କ ମଙ୍ଗଳ କାମନା କରି ମା’ କୁଷ୍ମାଣ୍ଡାଙ୍କୁ ଆଶୀର୍ବାଦ ଲୋଡ଼ିଛନ୍ତି। ଶ୍ରୀ ମୋଦୀ ଦେବୀଙ୍କ ପ୍ରାର୍ଥନା (ସ୍ତୁତି)…