ଆଞ୍ଚଳିକ ଜିଲ୍ଲା ଛାଡିବା ପୁର୍ବରୁ ମା’ ଭଗବତୀଙ୍କ ଆଶୀର୍ବାଦ ନେଲେ ଖୋର୍ଦ୍ଧା ବିଦାୟୀ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବାଣପୁର (ସୀତାରାମ ଅଗ୍ରୱାଲ): ଜିଲ୍ଲା ଛାଡିବା ପୁର୍ବରୁ ମା’ ଭଗବତୀ ମନ୍ଦିର ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି ଖୋର୍ଦ୍ଧାର ବିଦାୟୀ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ।…