ଧର୍ମ ଶେଷ ହେଲା ମା ଭଗବତୀଙ୍କ ଶାରଦୀୟ ଉତ୍ସବ, ଛଅ ଭଉଣୀଙ୍କୁ ବିଦାୟ ଦେଇ ପିତ୍ରାଳୟକୁ ବାହୁଡ଼ିଲେ ମା ବାଣପୁର( ସୀତାରାମ ଅଗ୍ରହୱାଲ): ଛଅ ଭଉଣୀଙ୍କୁ ବିଦାୟ ଦେଇ ପିତ୍ରାଳୟକୁ ବାହୁଡ଼ିଲେ ମା’ଭଗବତୀ’ । ବାଣପୁରରେ ଶାରଦୀୟ ପର୍ବ ଶେଷ। ବାଣପୁର ଦୀର୍ଘ 16 ଦିନର ମହାର୍ଘବେଳାରେ…