ମା’ ଭଗବତୀ ବ୍ୟାଣ୍ଡ ଓ ସାଉଣ୍ଡ ସଂଘ

ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ପୂର୍ବାହ୍ନରେ ବାଲୁଗାଁ ଉତ୍ତରାୟଣୀ ମନ୍ଦିର ପ୍ରାଙ୍ଗଣରେ ମା’ ଭଗବତୀ ବ୍ୟାଣ୍ଡ ଓ ସାଉଣ୍ଡ ସଂଘ ବାଲୁଗାଁ-ବାଣପୁର ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ…