ଆଜିର ଖବର ଦୀପାବଳିରେ ମା ଲକ୍ଷ୍ମୀଙ୍କ ପୂଜା କରୁଥିଲେ ୫ ଟି ବିଷୟରେ ଦିଅନ୍ତୁ ଧ୍ୟାନ, ନଚେତ ହୋଇପାରେ ଅସୁବିଧା ନୂଆଦିଲ୍ଲୀ: ଆଜି ଦୀପାବଳି। ଆଜି ସଂଧ୍ୟାରେ ଘରେ ଘରେ ଦୀପ ଜଳି ଉଠିବ। ସାଧାରଣତଃ ଦୀପାବଳି ଦିନ ମା ଲକ୍ଷ୍ମୀଙ୍କୁ ପୂଜା କରାଯାଇଥାଏ। କାରଣ ବିଶ୍ବାସ ରହିଛି ଯେ,…