ଆଜିର ଖବର ଶାନ୍ତି ଶୃଙ୍ଖଳାର ସହ ଶେଷ ହେଲା ବାଣପୁର ମା’ ଭଗବତୀଙ୍କ ପ୍ରସିଦ୍ଧ ଭେଟ ଅମାବାସ୍ୟା ଉତ୍ସବ ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁରର ଆରାଧ୍ୟ ଦେବୀ ମା’ ଭଗବତୀଙ୍କର ଶାରଦୀୟ ପୂଜା ସମସ୍ତ ଶକ୍ତିପୀଠ ଠାରୁ ଅନନ୍ୟ। ଶାରଦୀୟ ପୂଜା ଉତ୍ସବ ପାଇଁ…