ଆଜିର ଖବର ସୋଆ କ୍ରିଆଟିଭୋର ବାର୍ଷିକ ଶାରଦୀୟ ଉତ୍ସବ ‘ମା-୨୦୨୫’ ଅନୁଷ୍ଠିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ବିଜ୍ଞାନ ମହାବିଦ୍ୟାଳୟର ସାମାଜିକ ଓ ସାଂସ୍କୃତିକ ଶାଖା ‘କ୍ରିଆଟିଭୋ’ ପକ୍ଷରୁ ବାର୍ଷିକ ଶାରଦୀୟ ଉତ୍ସବ ‘ମା-୨୦୨୫’ ଗୁରୁବାର…