ମିଲେଟ୍‌ ଆଧାରିତ କୃଷି

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି କୃଷି-ଜୈବ ବିବିଧତା ସଂରକ୍ଷଣ, ଜଳବାୟୁ ଅନୁକୂଳ କୃଷି ଏବଂ ଦୀର୍ଘସ୍ଥାୟୀ ଖାଦ୍ୟ ପ୍ରଣାଳୀ ଉପରେ ଦୁଇ ଦିନିଆ ଜାତୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି ।…