ଆଜିର ଖବର ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ: ‘ମାଣ୍ଡିଆ ଦିବସ’ରେ ଦେବେ ଯୋଗ ନୂଆଦିଲ୍ଲୀ: କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ…